24.1 C
Bhubaneswar
Friday, February 23, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଜୀବନକୁ ବହୁତ ଲୋକ ଆସିଥାନ୍ତି,କିଛି ଲୋକ ସମୟ ସହ ପରିବର୍ତ୍ତନ ହୋଇ ଯାଇଥାନ୍ତି ଆଉ କିଛି ଲୋକ ଆମକୁ ପରିବର୍ତ୍ତନ କରିଦେଇଥାନ୍ତି ।
ଦୁଷ୍ଟ ଲୋକମାନଙ୍କର ମିଠା ମିଠା କଥା ଦିନେ ନା ଦିନେ ଆମକୁ ଅସୁସ୍ଥ କରିଦେଇଥାଏ କିନ୍ତୁ ଭଲ ଲୋକମାନଙ୍କର କୋଠର କଥାରେ ଭଲପାଇବା ଲୁଚି ରହିଥାଏ ।

ପାଟିରେ ଖାଲି ନିଜର ନିଜର ଏମିତି ତ ସମସ୍ତେ କହନ୍ତି, କିଏ ପ୍ରକୃତରେ ଆପଣାର ତାହା ତ କେବଳ ସମୟ ହିଁ କହିଦିଏ ।

ଯୋଡିବା ହୁଏତ ସମ୍ଭବ ହୋଇନପାରେ କିନ୍ତୁ ପାରସ୍ପରିକ ବୁଝାମଣା ଦ୍ଵାରା ସମ୍ପର୍କରେ ଟିକିଏ ସ୍ଥିରତା ନିଶ୍ଚିତ ଭାବରେ ଆସିବ ।

ଝିଅ ଟିଏ କେବେ ଘରର ବୋଝ ହୋଇନଥାଏ ।ବରଂ ଘରର ବୋଝକୁ ଉଠେଇଥାଏ — କେବେ ସ୍ତ୍ରୀ ହୋଇ ତ ଆଉ କେବେ ମାଆ ହୋଇ ।

ଅନ୍ୟର Againstରେ ଯଦି କେହି ଆପଣଙ୍କୁ କହୁଛି, ତା’ହେଲେ ମନେ ରଖନ୍ତୁ – ଆପଣଙ୍କ Againstରେ ସେ ଅନ୍ୟକୁ କହିବାକୁ ପଛେଇବ ନାହିଁ l

ଅଦ୍ୟ ଜାନୁଆରୀ ମାସ ୨୬ ତାରିଖ ୨୦୨୩ ମସିହା(ଗୁରୁବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ମାଘମାସ-ଶୁକ୍ଲପକ୍ଷ
ତିଥି- ପଞ୍ଚମୀ ଦିବା ୧୦/୪୮ ଗତେ ଷଷ୍ଠୀ
ନକ୍ଷତ୍ର-ଉତ୍ତରଭାଦ୍ର ରାତ୍ରି ୦୬/୫୦ ଗତେ ରେବତୀ
ଚନ୍ଦ୍ର- ମୀନ
ଯୋଗ- ଶିବ
କରଣ – ବାଳବ
ସୌରମାସ- ମକର ୧୩ ଦିନ
ଅଦ୍ୟ ଶ୍ରୀ ପଞ୍ଚମୀ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୩୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/୨୯
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୧୦/୪୮ ଗତେ ପଶ୍ଚିମେ
ଧନୁ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୨/୪୮ ଗତେ ଘ୦୫/୩୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ରାତ୍ରି ଘ୧୨/୪୪ ଗତେ ଘ୦୩/୦୮ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୮/୦୩ ମଧ୍ୟେ ଓ ଘ୧୧/୧୫ ଗତେ ଘ୦୧/୩୯ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବେଲ ଦିବା ଘ ୧୦/୪୮ଗତେ ତାଳ ଭକ୍ଷଣ ନିଷେଧ

ଆଜିର ରାଶିଫଳ
✧═════•❁❀❁•═════✧
ମେଷ🌹👉:-ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।
✧═════•❁❀❁•═════✧
ବୃଷ🌹👉:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।
✧═════•❁❀❁•═════✧
🌹ମିଥୁନ🌹👉:-ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।
✧═════•❁❀❁•═════✧
🌹କର୍କଟ🌹👉:-ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ।
✧═════•❁❀❁•═════✧
🌹ସିଂହ🌹👉:-ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟକରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ସକାଶେ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।
✧═════•❁❀❁•═════✧
🌹କନ୍ୟା🌹👉:-ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେଇ ଖୁସି ମନେଇବେ।
✧═════•❁❀❁•═════✧
🌹ତୁଳା🌹👉:-ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।
✧═════•❁❀❁•═════✧
🌹ବିଛା🌹👉:-ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।
✧═════•❁❀❁•═════✧
🌹ଧନୁ🌹👉:-ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।
✧═════•❁❀❁•═════✧
🌹ମକର🌹👉:-ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
✧═════•❁❀❁•═════✧
🌹କୁମ୍ଭ🌹👉:-ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ। ମାଲି ମକଦ୍ଦମାରେ ଏକ ପ୍ରକାର ଆଶ୍ୱସ୍ତିଲାଭ କରିବେ।
✧═════•❁❀❁•═════✧
🌹ମୀନ🌹👉:-ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ।ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking