26.1 C
Bhubaneswar
Tuesday, September 17, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ସବୁଠୁ ବଡ଼ ସେବା ହିଁ ଜୀବନର ଖୁସିକୁ ଅନ୍ୟର ସାଥିରେ ବାଣ୍ଟିବା । ଯେତେ ପର୍ଯ୍ୟନ୍ତ ଆପଣ ନିଜର ସମସ୍ୟା ଓ ଦୁଃଖର କାରଣ ଅନ୍ୟକୁ ଦୋଷ ଦେଇଥାଅ, ତେବେ ଜାଣିନିଅ ଆପଣଙ୍କ ସମସ୍ୟା ଓ ଦୁଃଖ କେବେ ବି ଦୂର ହେବନାହିଁ ।।

ଭଲ କାମ କରିଚାଲ କେହି ସମ୍ମାନ କରନ୍ତୁ ବା ନକରନ୍ତୁ , ଯେତେବେଳେ ସୁର୍ଯ୍ୟଦେବ ଉଦୟ ହୁଅନ୍ତି ତେବେ କୋଟି କୋଟି ଲୋକ ନିଦ୍ରାରେ ରହିଥାନ୍ତି ତଥାପି ସୁର୍ଯ୍ୟଦେବ ଉଦୟ ହୁଅନ୍ତି ।।

*ପ୍ରତ୍ୟେକଟି ଜିନିଷର ପ୍ରାରମ୍ଭ ନୀରବତାରୁ ହୋଇଥାଏ | ଆପଣଙ୍କ ବିଚାରଧାରାର ସ୍ରୁସ୍ଟି ନୀରବତାର ଶୁନ୍ୟତାରୁ ହୋଇଥାଏ | ଆପଣଙ୍କ ଶବ୍ଦ ସେହି ଶୂନ୍ୟତାରୁ ପ୍ରଷ୍ପୁଟିତ ହୋଇଥାଏ | ଜୀବନର ସାରାଂଶ ସେହି ଶୂନ୍ୟତାରୁ ପ୍ରାପ୍ତ ହୋଇଥାଏ | ପ୍ରତ୍ୟେକ ରଚନାତ୍ମକ କାର୍ଯ୍ୟ ପାଇଁ ସ୍ଥିରତା ଓ ନିରବତା ଆବଶ୍ୟକ ହୋଇ ଥାଏ

ଅଦ୍ୟ ମଇ ମାସ ୧୯ ତାରିଖ ୨୦୨୩ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଜ୍ୟେଷ୍ଠ ମାସ-କୃଷ୍ଣପକ୍ଷ
ତିଥି- ଅମାବାସ୍ୟା ରାତ୍ରି ଘ୦୯/୧୪ ପର୍ୟ୍ୟନ୍ତ ତଦନ୍ତେ ପ୍ରତିପଦ
ନକ୍ଷତ୍ର- ଦ୍ଵିଜା ଦିବା ଘ୦୮/୦୦ ପର୍ୟ୍ୟନ୍ତ ତଦନ୍ତେ କୃତ୍ତିକା
ଚନ୍ଦ୍ର- ମେଷ ଦିବା ଘ୦୨/୦୭ ପର୍ୟ୍ୟନ୍ତ ତଦନ୍ତେ ବୃଷ
ଯୋଗ- ଶୋଭନ
କରଣ – ଚତୁଷ୍ପଦ
ସୌରମାସ- ବୃଷ ୦୫ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୧୧
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୫୮
*✧═════•❁❀
ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୯/୧୪ ପର୍ୟ୍ୟନ୍ତ ତଦନ୍ତେ ପୂର୍ବେ
ବିଛା ରାଶିର ଘାତଚନ୍ଦ୍ର
ବିଛା, ଧନୁ ଓ ମୀନ ରାଶିର ଘାତବାର
ଅମାବାସ୍ୟା ର ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ
✧═════•❁❀❁•═══
କାଳବେଳା ଓ ବାରବେଳା – ଘ୦୮/୨୭ ଗତେ ଘ୧୧/୩୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୧୧/୩୮ ଗତେ ଘ୦୨/୦୧ ମଧ୍ୟେ ଓରାତ୍ରୀ ଘ୦୮/୩୮ ଗତେ ଘ୦୧/୨୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୦୧ ଗତେ ଘ୦୬/୫୧ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଆମିଷ ଭକ୍ଷଣ ନିଷେଧ
═✧══•❁❀❁•═════
*✧═════•❁❀❁•════
ଆଜିର ରାଶିଫଳ
✧═════•❁❀❁•═════✧
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।
✧═════•❁❀❁•═════✧
ବୃଷ :ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
✧═════•❁❀❁•═════✧
ମିଥୁନ : ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
✧═════•❁❀❁•═════✧
କର୍କଟ : ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
✧═════•❁❀❁•═════✧
ସିଂହ :ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
✧═════•❁❀❁•═════✧
କନ୍ୟା : ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
✧═════•❁❀❁•═════✧
ତୁଳା : ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ । ।
✧═════•❁❀❁•═════✧
ବିଛା : ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।
✧═════•❁❀❁•═════✧
ଧନୁ : ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
✧═════•❁❀❁•═════✧
ମକର : ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
✧═════•❁❀❁•═════✧
କୁମ୍ଭ :ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
✧═════•❁❀❁•═════✧
ମୀନ : ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking