29.1 C
Bhubaneswar
Saturday, July 27, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ସରିଗଲେ ଆୟୁ ଯିବ ପ୍ରାଣବାୟୁ*
ଥୋଇବେ ନେଇ ଶ୍ମଶାନ,
ଏକା ହରିନାମ ଶୁଣିଥିଲେ କର୍ଣ୍ଣ
ସେହିଏକା ପ୍ରାଣଧନ।

ଯେଉଁ ବ୍ୟକ୍ତି ନିଜ ଉପରେ କମ୍ ଆଉ ପର ଉପରେ ଅଧିକ ଭରସା କରେ ସେ ବ୍ୟକ୍ତି କେବେ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରେ ନାହିଁ ।

ଘର ଲୋକ ଥାଉ ଥାଉ ଯିଏ ପର ଲୋକଙ୍କୁ ପ୍ରାଧାନ୍ୟ ଦିଏ ତା’ହେଲେ ବୁଝି ଯାଅ ସେ ଘର ଭାଙ୍ଗିବାର ସମୟ ଆସିଗଲା ।

ଖରାପ Habits ଯେତେ ମଧୁର ହେଉ ନା କାହିଁକି ଦିନେ Disease ସୃଷ୍ଟି କରିବ, ଭଲ Habits ଯେତେ କଷ୍ଟ ହେଉ ନା କାହିଁକି ଦିନେ ଏହା ଏକ Medicine ରେ ପରିଣତ ହୋଇଯିବ ।
.
ହସିବା ଲୋକମାନଙ୍କର ଅଭ୍ୟାସ ହୋଇପାରେ….

ହେଲେ

ଏହାର ଅର୍ଥ ନୁହେଁ ଯନ୍ତ୍ରଣା ସହିବାର ବି ଅଭ୍ୟାସ ଥାଏ….
ଶ୍ରୀ ଜଗନ୍ନାଥ ଶରଣଂ

ଅଦ୍ୟ ଫେବୃଆରୀ ମାସ ୨୧ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାଘମାସ- ଶୁକ୍ଳପକ୍ଷ
ତିଥି- ଦ୍ୱାଦଶୀ ଦିବା ଘ ୧୧/୩୦ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ
ନକ୍ଷତ୍ର- ପୁନର୍ବସୁ ଦିବା ଘ୦୩/୦୨ ପର୍ଯ୍ୟନ୍ତ ତଦନ୍ତେ ପୂଷ୍ୟା
ଚନ୍ଦ୍ର- ମିଥୁନ ଦିବା ଘ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ କର୍କଟ
ଯୋଗ- ଅଷ୍ମ।ନ୍
କରଣ – ବାଳବ
ସୌରମାସ- କୁମ୍ଭ ୦୯ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୧୬/୩୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୬/୨୯
*✧═════•❁❀
ଯୋଗିନୀ ନୈରୁତେ ଦିବା ଘ୧୧/୩୦ ଗତେ ଦକ୍ଷିଣେ
ତ୍ରୟୋଦଶୀ ର ପାର୍ବଣ ଶ୍ରାଦ୍ଧ
କର୍କଟ ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୯/୦୭ ଗତେ ଘ୧୦/୩୩ ମଧ୍ୟେ
ବାରବେଳା – ଦିବା ଘ୧୧/୫୮ ଗତେ ଘ୦୧/୨୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୫୦ ମଧ୍ୟେ ଓ ଦିବା ଘ୦୧/୨୭ ଗତେ ଘ୦୨/୧୫ ମଧ୍ୟେ ରାତ୍ରି ଘ୦୬/୩୩ ଗତେ ଘ୦୮/୫୮ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୩୮ ଗତେ ଘ୦୫/୪୬ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ପୋଇ ଦିବା ଘ୧୧/୩୦ ଗତେ ବାଇଗଣ ଭକ୍ଷଣ ନିଷେଧ
═✧══•❁❀❁•═════✧

✧═════•❁❀❁•═════✧ ଆଜିର ରାଶିଫଳ
✧═════•❁❀❁•═════✧
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════✧
ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
✧═════•❁❀❁•═════✧
ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════✧
କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════✧
ସିଂହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
✧═════•❁❀❁•═════✧
କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
✧═════•❁❀❁•═════✧
ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
✧═════•❁❀❁•═════✧
ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════✧
ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════✧
କୁମ୍ଭ: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════✧
ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking