30.1 C
Bhubaneswar
Saturday, May 4, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ହୃଦୟକୁ ବୁଝି ପାରୁଥିବା କ୍ଷମତା ସମସ୍ତଙ୍କ ପାଖରେ ନଥାଏ, ମନ କଥା ଯଦି ସମସ୍ତେ ବୁଝିଯାଆନ୍ତେ ତାହେଲେ ଏ ସଂସାରରେ ଦୁଃଖ ବୋଲି ଆଉ କିଛି ନଥାନ୍ତା ।
ଜୀବନର ଗୋଟିଏ ସତ କଥା ପୂଜା ସରିଗଲେ ପ୍ରସାଦ ମିଳେ ଆଉ ସ୍ବାର୍ଥ ସରିଗଲା ପରେ ଧୋକା ମିଳେ ।

ଭଗବାନଙ୍କ ଲୀଳା ବଡ ବିଚିତ୍ର,*
କୋଇଲିକୁ କଣ୍ଠ ଦେଲେ ରୂପ ଦେଲେନାହିଁ,
ମୟୁରକୁ ରୂପ ଦେଲେ ଇଛା ଦେଲେନାହିଁ,
ମନୁଷ୍ୟକୁ ଇଛା ଦେଲେ ସନ୍ତୋଷ ଦେଲେନାହିଁ,
ସାଧୁଙ୍କୁ ସନ୍ତୋଷ ଦେଲେ ସଂସାର ଦେଲେ ନାହିଁ,
ସଂସ୍କାରରେ କେହି ପୂର୍ଣ୍ଣ ନୁହେଁ
କେବଳ ଭଗବାନ ହିଁ ପୂର୍ଣ୍ଣ ।

ଅତୁଟ ବିଶ୍ବାସ ହିଁ ସଫଳତାର ମୂଳ ଦୁଆ ।

ବାପା ଓ ମାଆ ଯେତେ ବେଳେ Phone କରିବେ ହଜାରେ ବ୍ଯସ୍ତ ଥିଲେମଧ୍ୟ Call କାଟିବ ନାହିଁ କାରଣ ବାପା ମାଆଙ୍କ Call ମାନେ ଭଗବାନଙ୍କ ଆଶୀର୍ବାଦ ।

ମନୁଷ୍ୟକୁ ତିନିଟି ତଥ୍ୟ ମହାନ ବନାଏ – ନଦୀ ସମାନ ଉଦାରତା, ସୂର୍ଯ୍ୟଙ୍କଭଳି ଗତିଶୀଳତା ଓ ପୃଥ୍ୱୀଙ୍କପରି ସହନଶୀଳତା l

ଅଦ୍ୟ ଅପ୍ରେଲ ମାସ ୨୧ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଚୈତ୍ରମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ରାତ୍ରି ଘ୦୧/୦୯ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ଉତ୍ତରା ଫାଲଗୁନୀ ସନ୍ଧ୍ୟା ଘ୦୫/୪୯ ଗତେ ହସ୍ତା
ଚନ୍ଦ୍ର- କନ୍ୟା
ଯୋଗ- ବ୍ୟାଘାତ
କରଣ – କୌଳବ
ସୌରମାସ- ମେଷ ୦୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୯/୫୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୭
*✧═════•❁❀
ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୧/୦୯ ଗତେ ପଶ୍ଚିମେ
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବୃଷ ରାଶିର ଘାତଚନ୍ଦ୍ର
ମେଷ ରାଶି ର ଘାତବାର
ଅଦ୍ୟ ମୃତେ ଦ୍ଵି ପାଦ ଓ ସନ୍ଧ୍ୟା ଘ ୦୫/୪୯ ଗତେ ଏକ ପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୧୧ଗତେ ଘ୦୧/୨୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୧୪ ଗତେ ଘ୦୯/୨୬ ମଧ୍ୟେ ଓ ରାତ୍ରି ଘ୦୭/୪୦ ଗତେ ଘ୦୯/୧୭ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୧୩ ମଧ୍ୟେ ଓ ରାତ୍ରି ଘ୦୬/୫୨ ଗତେ ଘ୦୭/୪୦ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════✧
ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
✧═════•❁❀❁•═════✧
ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════✧
କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════✧
ସିଂହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
✧═════•❁❀❁•═════✧
କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
✧═════•❁❀❁•═════✧
ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
✧═════•❁❀❁•═════✧
ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════✧
ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════✧
କୁମ୍ଭ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════✧
ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking