40.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗକନ୍ଧମାଳ ଜିଲ୍ଲାରେ ସବୁ ବ୍ୟାଙ୍କ ବନ୍ଦ

କନ୍ଧମାଳ ଜିଲ୍ଲାରେ ସବୁ ବ୍ୟାଙ୍କ ବନ୍ଦ

କନ୍ଧମାଳ : କନ୍ଧମାଳ ଜିଲ୍ଲାର ସମସ୍ତ ବ୍ୟାଙ୍କ ସପ୍ତାହେ ପାଇଁ ବନ୍ଦ । କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ବ୍ୟାଙ୍କ ବନ୍ଦ କଲା ପ୍ରଶାସନ । ସବୁ କର୍ମଚାରୀଙ୍କୁ ସପ୍ତାହେ ହୋମ୍ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସପ୍ତାହେ ବ୍ୟାଙ୍କ ବନ୍ଦ ରଖି ସାନିଟାଇଜ୍ କରିବ ପ୍ରଶାସନ । ୭ଦିନ ପରେ ୫୦ପ୍ରତିଶତ କର୍ମଚାରୀଙ୍କୁ ନେଇ ବ୍ୟାଙ୍କ ଖୋଲିବ ବୋଲି ଜଣାପଡ଼ିଛି ।
ସୂଚନାଯୋଗ୍ୟ, ବର୍ତ୍ତମାନ କନ୍ଧାମଳ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୫କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୯୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୫୬ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking