21.1 C
Bhubaneswar
Thursday, November 19, 2026
Homeଓଡିଶାଆସନ୍ତାକାଲି ବାଲେଶ୍ୱରରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଆସନ୍ତାକାଲି ବାଲେଶ୍ୱରରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ବାଲେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି।ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଜିଲ୍ଲାରେ ବର୍ଷା ଓ ପବନର ଆଶଙ୍କା ଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରଶାସନ ପ୍ରାଥମିକତା ଦେଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ରଖିବାକୁ ନିଷ୍ପତ୍ତି ନିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking