ଭୁବନେଶ୍ୱର: ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ । ମୌସୁମୀ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ । ଆସନ୍ତା ୧୮ରୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ ା ସୂଚନାଥାଉକି ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ବିଧାନସଭା ଅଧିବେଶନ ।