16.1 C
Bhubaneswar
Tuesday, December 9, 2025
Homeଓଡିଶାସବୁ ନଦୀର ହେବ ବିକାଶ: ମନ୍ତ୍ରୀ

ସବୁ ନଦୀର ହେବ ବିକାଶ: ମନ୍ତ୍ରୀ

ଭୁବନେଶ୍ୱର: ମହାନଦୀ ତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଅନୁମୋଦନ ପରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି କହିଛନ୍ତି, ୩ ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା । ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା । ୨ଟି ସ୍ଥାନରେ ନଦୀ ତଟର ବିକାଶ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking