31.1 C
Bhubaneswar
Thursday, April 30, 2026
Homeଓଡିଶାଆସନ୍ତାକାଲି ଗଞ୍ଜାମରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ଆସନ୍ତାକାଲି ଗଞ୍ଜାମରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ବ୍ରହ୍ମପୁର: ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଜିଲ୍ଲାରେ ସ୍ଥିତି ଅଣାୟତ ହୋଇଥିବା ବେଳେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏମିତିକି କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଆସନ୍ତାକାଲି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସ୍କୁଲରେ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ନିଷ୍ପତି ନେଇଛନ୍ତି ଜିଲ୍ଲା ପ୍ରଶାସନ।

ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking