ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ମାଲକାନଗିରି : ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ସ୍ଥିତି ଅଣାୟତ ହୋଇଥିବା ବେଳେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏମିତିକି କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ମାଲାକାନଗିରି ଜିଲ୍ଲାପାଳ ଆସନ୍ତାକାଲି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ … Continue reading ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି