14.1 C
Bhubaneswar
Thursday, December 11, 2025
Homeଓଡିଶାସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର

ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର

ଭୁବନେଶ୍ୱର : ସବୁ ଗ୍ରାମ ପଞ୍ଚାୟତରେ ଆୟୁଷମାନ ଆରୋଗ୍ୟ ମନ୍ଦିର ହେବ। ପ୍ରାଇମେରୀ ହେଲଥ ସେଣ୍ଟର ପରି ଏହା କାମ କରିବ । ସେଥିରେ CHO ଏବଂ ଦୁଇ ଜଣ ଷ୍ଟାଫ ରହିବେ । ଏଠାରେ କେଉଁମାନେ ସ୍ବାସ୍ଥ୍ୟ ପାଇବାକୁ ଯୋଗ୍ୟ ଏବଂ ସ୍ବାସ୍ଥ୍ୟ ସେବା କିପରି ଚାଲିଛି ତାହା ତଦାରଖ କରିବେ ଆଶା ଦିଦି ଓ  ANM । ଏପରି ହେଲେ ଏସସିବି, କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାରୁ ଚାପ କମିବ । ଏହି  ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ତଳ ସ୍ତରରେ କିଭଳି ସ୍ବାସ୍ଥ୍ୟ ସେବା ପହଞ୍ଚିବ । ସେଥିପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking