36.1 C
Bhubaneswar
Saturday, May 4, 2024
Homeଅପରାଧସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଶିକ୍ଷକ ନିଲମ୍ବିତ

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଶିକ୍ଷକ ନିଲମ୍ବିତ

ଢ଼େଙ୍କାନାଳ: ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଖଇରପଶି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତ୍ରିନାଥ ବିଶ୍ବାଳ ନିଲମ୍ବିତ ହୋଇଛନ୍ତି । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ପରେ ହିନ୍ଦୋଳ ଏସଡିପିଓ ମାମଲାର ତଦନ୍ତ କରିଥିଲେ । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଅନ୍ୟପକ୍ଷରେ ଅଭିଯୋଗକୁ ଖଣ୍ଡନ କରିବା ସହ ମିଥ୍ୟା ଆରୋପ ଲଗାଯାଇଥିବା କହିଛନ୍ତି ନିଲମ୍ବିତ ଶିକ୍ଷକ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking