ପ୍ରଫେସରଙ୍କ ବିରୋଧରେ ୫୦୦ ଛାତ୍ରୀଙ୍କ ଯୌନ ନିର୍ଯାତନା ଅଭିଯୋଗ

ଚଣ୍ଡିଗଡ: ହରିୟାଣାରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ରାଜ୍ୟର ଚୌଧୁରୀ ଦେବୀ ଲାଲ୍ ବିଶ୍ୱବିଦ୍ୟାଳୟର ଜଣେ ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଭଳି ସଙ୍ଗୀନ ଅଭିଯୋଗ ହୋଇଛି । ପ୍ରଫେସର ଛାତ୍ରୀମାନଙ୍କୁ ନିଜ କାର୍ଯ୍ୟାଳୟକୁ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗ କରି ପାଖାପାଖି ୫୦୦ ଜଣ ଛାତ୍ରୀ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି । ଏହି ମାମଲାରେ ଜଣେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ତଦନ୍ତ କରିବା ସହ ସମ୍ପୃକ୍ତ ପ୍ରଫେସରକୁ … Continue reading ପ୍ରଫେସରଙ୍କ ବିରୋଧରେ ୫୦୦ ଛାତ୍ରୀଙ୍କ ଯୌନ ନିର୍ଯାତନା ଅଭିଯୋଗ