30.1 C
Bhubaneswar
Wednesday, April 2, 2025
Homeଓଡିଶାଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଅଭିଯୋଗ

ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଅଭିଯୋଗ

ଭୁବନେଶ୍ୱର: ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପାଇଁ ଆୟୋଜିତ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଓ ଗଣଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ରହିଥିବା ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ମୋଟ ୧୦୦ ମାର୍କ ବଦଳରେ ୯୪ ମାର୍କ ପ୍ରଶ୍ନପତ୍ର ଆସିଥିବା ପରୀକ୍ଷାର୍ଥୀ କହିଛନ୍ତି। ମୋଟ ମାର୍କଠାରୁ ୬ ନମ୍ବର କମ ଥିବା ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଏ ସମ୍ପର୍କରେ ଓପିଏସସି କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking