37.1 C
Bhubaneswar
Monday, May 20, 2024
Homeଓଡିଶାଯୁକ୍ତ ଦୁଇ ଛାତ୍ରୀ ଗଣବଳାତ୍କାର ଘଟଣା : ଏସପି ଅଫିସ ଆଗରେ ବିଜେପି ମହିଳା ମୋର୍ଚ୍ଚାର...

ଯୁକ୍ତ ଦୁଇ ଛାତ୍ରୀ ଗଣବଳାତ୍କାର ଘଟଣା : ଏସପି ଅଫିସ ଆଗରେ ବିଜେପି ମହିଳା ମୋର୍ଚ୍ଚାର ଧାରଣା

ବ୍ରହ୍ମପୁର : ବ୍ରହ୍ମପୁରରେ ଯୁକ୍ତ ଦୁଇ ଛାତ୍ରୀ ଗଣବଳାତ୍କାର ଘଟଣାରେ ତେଜିଲା ପ୍ରତିବାଦ। ଏସପିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛି ଭାରତୀୟ ଜନତା ପାର୍ଟିର ମହିଳା ମୋର୍ଚ୍ଚା। ପୀଡିତାଙ୍କୁ ନ୍ୟାୟ ଦାବିରେ ବିଜେପି ବିକ୍ଷୋଭ କରୁଛି। ଏଥିରେ ରାଜ୍ୟ ମହିଳା ମୋର୍ଚ୍ଚାର ସଭାନେତ୍ରୀ ଐଶ୍ଵର୍ଯ୍ୟା ବିଶ୍ଵାଳ ଏବଂ ସାଧାରଣ ସମ୍ପାଦିକା ବବିତା ପାତ୍ର ପ୍ରମୂଖ ସାମିଲ ହୋଇଛନ୍ତି। ବୁଧବାର ବୈଦ୍ୟନାଥପୁର ପୁଲିସ୍ ୫ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ କିଛି ଅଭିଯୁକ୍ତଙ୍କୁ ପୁଲିସ୍ ଛାଡି ଦେଇଥିବା ଅଭିଯୋଗ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking