25.1 C
Bhubaneswar
Thursday, April 2, 2026
Homeଦେଶ ବିଦେଶଜେଲରେ ଅଲୁ ଅର୍ଜୁନ

ଜେଲରେ ଅଲୁ ଅର୍ଜୁନ

ହାଇଦ୍ରାବାଦ:  ଥାନାରେ ହାଜର ହେଲେ ପୁଷ୍ପା ଷ୍ଟାର ଅଲ୍ଲୁ ଅର୍ଜୁନ। କିଛି ସମୟ ମଧ୍ୟରେ ଚିକଡପଲ୍ଲୀ ଥାନାରେ ହାଜର ହୋଇଛନ୍ତି । ସଂଧ୍ୟା ଥିଏଟରରେ ଦଳାଚକଟା ମାମଲାରେ ପୋଲିସ ତାଙ୍କୁ ପଚରାଉଚରା କରିବ । ଏନେଇ ହାଜର ପାଇଁ ତାଙ୍କୁ ସମନ କରାଯାଇଥିଲା । ପୋଲିସ ସମନ ଅନୁସାରେ ସେ ତାଙ୍କ ଘରୁ ବାହାରି ଯାଇଛନ୍ତି । ପୁଷ୍ପା-୨ ପ୍ରିମୟମ୍ ସମୟରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ମାମଲାରେ ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ସେ ବେଲ୍‌ରେ ବାହାରିଥିଲେ। ଗତ ୪ ତାରିଖରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ପ୍ରିମିୟର ବେଳେ ଘଟିଥିଲା ଅଘଟଣ। ଏଥିରେ ଜଣେ ୩୫ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କର କୁନି ପୁଅ ହୋଇଥିଲା ଗୁରୁତର। ହଜାର ହଜାର ପ୍ରଶଂସକ ସୁପରଷ୍ଟାରଙ୍କ ନିକଟକୁ ଚାଲିଆସିବାରୁ ଏହି ଦଳାଚକଟା ଘଟିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking