ଭୁବନେଶ୍ୱର: ବିଜେଡିକୁ ବଡ ଝଟକା । ପଦ୍ମ ଧରିଲେ ଅମର ପଟ୍ଟନାୟକ । ବିଜେଡି ଛାଡି ବିଜେପିରେ ମିଶିଲେ ଅମର ପଟ୍ଟନାୟକ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ସାଂସଦ ଅମର ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ , ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ , ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏବଂ ଅନ୍ୟାନ୍ୟ ବିଜେପି କର୍ମୀଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ଟାଣୁଆ … Continue reading ପଦ୍ମ ଧରିଲେ ଅମର ପଟ୍ଟନାୟକ
Copy and paste this URL into your WordPress site to embed
Copy and paste this code into your site to embed