29.5 C
Bhubaneswar
Friday, June 19, 2026
Homeଓଡିଶାଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଆମ୍ବୁଲାନ୍ସ

ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଆମ୍ବୁଲାନ୍ସ

ସିମୁଳିଆ: ବାଲେଶ୍ଵର ଜିଲ୍ଲା ସିମୁଳିଆରେ ଅଭାବନୀୟ ଘଟଣା ଘଟିଛି। ଆନ୍ଧ୍ର ପ୍ରଦେଶ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରୁ ରୋଗୀ ନେଇ ଏକ ଆମ୍ବୁଲାନ୍ସ ଯାଉଥିବାବେଳେ ୧୬ନଂ ଜାତୀୟ ରାଜପଥର ସିମୁଳିଆ ଥାନା ସମ୍ମୁଖରେ ଭାରସାମ୍ୟ ହରାଇ ଏକ ଡିଭାଇଡରରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ଆମ୍ବୁଲାନ୍ସଟି ଭାଙ୍ଗିରୁଜ୍ଜି ଯାଇଛି। ମାତ୍ର ରୋଗୀ ଏବଂ ତାଙ୍କ ପରିବାର ଲୋକଙ୍କର କିଛି କ୍ଷତି ହୋଇ ନ ଥିବା ଜଣାପଡିଛି। ଖବର ପାଇ ସିମୁଳିଆ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ରୋଗୀ ଓ ପରିବାର ବର୍ଗଙ୍କୁ ଉଦ୍ଧାର କରି ଅନ୍ୟ ଏକ ଗାଡିରେ ଗନ୍ତବ୍ୟ ସ୍ଥଳକୁ ପଠାଇଥିବା ଜଣାପଡିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking