26.9 C
Bhubaneswar
Thursday, April 9, 2026
Homeଓଡିଶାଆମେରିକା : ସ୍କୁଲରେ ଗୁଳିକାଣ୍ଡ ; ୪ ମୃତ

ଆମେରିକା : ସ୍କୁଲରେ ଗୁଳିକାଣ୍ଡ ; ୪ ମୃତ

ନୂଆଦିଲ୍ଲୀ : ଆମେରିକା ଜର୍ଜିଆର ଏକ ହାଇସ୍କୁଲରେ ଗୁଳିମାଡ ହୋଇଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଛାତ୍ର ଓ ଦୁଇ ଜଣ ଶିକ୍ଷକ ରହିଛନ୍ତି। ଗୁଳିମାଡରେ ଗୁରୁତର ହୋଇଥିବା ୯ ଜଣଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବହୁ ସଂଖ୍ୟକ ପୁଲିସ୍ ଏବଂ ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି। ଗୁଳିମାଡ ପରେ ବିଦ୍ୟାଳୟରୁ ଛାତ୍ରଛାତ୍ରୀ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତେବେ ଅଭିଯୁକ୍ତ ଜଣକ ସେହି ସ୍କୁଲର ଜଣେ ୧୪ ବର୍ଷର ବାଳକ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking