39.1 C
Bhubaneswar
Friday, April 26, 2024
Homeଦେଶ ବିଦେଶଦିଲ୍ଲୀ ଏମ୍ସ ରେ ଭର୍ତି ହେଲେ ଅମିତ୍ ଶାହ

ଦିଲ୍ଲୀ ଏମ୍ସ ରେ ଭର୍ତି ହେଲେ ଅମିତ୍ ଶାହ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ବିଳମ୍ବିତ ରାତିରେ ହିଁ ଶାହାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ତଦାରଖ କରୁଛି ।
ନିକଟରେ ଅମିତ ଶାହା କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ । କୁହାଯାଉଛି ଯେ, ଗତକାଲି ରାତି ପ୍ରାୟ ୨ଟାରେ ଅମିତଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking