30.1 C
Bhubaneswar
Saturday, September 24, 2022
Homeଓଡିଶାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନଲାଭ କଲେ ଶାହା

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନଲାଭ କଲେ ଶାହା

ଭୁବନେଶ୍ୱର: କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଛନ୍ତି । ଏହାପରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ଲାଭ କରିଛନ୍ତି ଶାହା । ଲିଙ୍ଗରାଜ ମନ୍ଦିରରେ ଜଳାଭିଷେକ କରିଛନ୍ତି ଶାହା । ଏହାପରେ ବିଜେପି ନେତା ସମୀର ମହାନ୍ତି ବାସଭବନକୁ ଯିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ଜଳପାନ କରିବାର ଯୋଜନା ରହିଛି ଏହାପରେ ପ୍ରସାଦ ସେବନ କରିବେ ବୋଲି ସୂଚନା ରହିଛି । ଏହାପରେ କଟକରେ ଅମୃତ ମହୋତ୍ସବ ଅବସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ତାଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବାକୁ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସରେ ଯୋଗଦେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking