26.1 C
Bhubaneswar
Tuesday, September 17, 2024
Homeଦେଶ ବିଦେଶବେଙ୍ଗାଲୁରୁର ଏକ କାଫେରେ ବିସ୍ଫୋରଣ

ବେଙ୍ଗାଲୁରୁର ଏକ କାଫେରେ ବିସ୍ଫୋରଣ

ବେଙ୍ଗାଲୁରୁ : ବେଙ୍ଗାଲୁରୁର ଏକ କାଫେରେ ବିସ୍ଫୋରଣ । ବେଙ୍ଗାଲୁରୁର ହ୍ୱାଇଟ୍‌ଫିଲ୍‌ଡରେ ଥିବା ରାମେଶ୍ୱରମ କାଫେରେ ଆଜି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ବିସ୍ଫୋରଣ ଘଟି ୪ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୩ ଜଣ କାଫେର କର୍ମଚାରୀ ହୋଇଥିବା ବେଳେ ଅନ୍ୟ ଜଣେ ଗ୍ରାହକ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଏକ ବ୍ୟାଗରେ ଥିବା କିଛି ଜିନିଷରୁ ଏହି ବିସ୍ଫୋରଣ ଘଟିଥିଲା। ହ୍ୱାଇଟ୍‌ଫିଲ୍‌ଡ ଡିସିପି ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛନ୍ତି। ରାମେଶ୍ୱରମ କାଫେ ବେଙ୍ଗାଲୁରୁରେ ବେଶ୍ ପ୍ରସିଦ୍ଧ। ଏଠାରେ ଭଲ ଖାଇବା ମିଳେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking