ରାଜ୍ୟ କ୍ୟାବିନେଟରେ ଗରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ଏକ ଗରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି କ୍ରମରେ ଅନୁଗୁଳ ଠାରେ ଥିବା ମେଗା ଆଲୁମିନିୟମ ପାର୍କ ପାଇଁ ରାଜ୍ୟ ସରକାର ଅର୍ଥ ବ୍ୟୟ ବରାଦ କରିଛନ୍ତି । ଏହି ପାର୍କ ବିକାଶ କାମ ଇଡକୋ ମାଧ୍ୟମରେ କରାଯିବ ବୋଲି କୁହାଯାଇଛି । ରାଜ୍ୟରେ ଏବେ ଶିଳ୍ପର ଉନ୍ନତିକୁ ନଜରରେ ରଖି ରାଜ୍ୟ ସରକାର ଏହି ପାର୍କ ପାଇଁ ବିକଶିତ ଜମି ଓ ଅର୍ଥ ଯୋଗାଇ ଦେବେ । ଏହା … Continue reading ରାଜ୍ୟ କ୍ୟାବିନେଟରେ ଗରୁତ୍ୱପୂର୍ଣ୍ଣ ନିଷ୍ପତ୍ତି