18.1 C
Bhubaneswar
Saturday, December 6, 2025
Homeଓଡିଶାଗଣତନ୍ତ୍ରର ଅପମାନ: ଶ୍ରୀମୟୀ ମିଶ୍ର

ଗଣତନ୍ତ୍ରର ଅପମାନ: ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର: ବିଜେଡିରୁ ନିଲମ୍ବନ ପରେ ପୁଣି ବର୍ଷିଲେ ଶ୍ରୀମୟୀ ମିଶ୍ର । ସୋସିଆଲ ମିଡିଆ ପୋଷ୍ଟରେ ଲେଖିଲେ ‘ଗଣତନ୍ତ୍ରର ଅପମାନ’ । ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ ଦେଉ । ଭୋଟର ଆଇଡି ଏବଂ ଏପିକ ନମ୍ବର ଆବଶ୍ୟକ କରୁ । ସଭାପତି ଭୋଟ ଦେବାକୁ ହେଲେ ସଦସ୍ୟତା ନମ୍ବର ଥିବା ଉଚିତ । ଯଦି ସଦସ୍ୟଙ୍କ ନମ୍ବର ନାହିଁ, ତେବେ ନିର୍ବାଚନ ନିୟମାନୁମୋଦିତ ନୁହେଁ । ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା ନିୟମାନୁମୋଦିତ ନଥିଲା। ଏହା ଗଣତନ୍ତ୍ରର ଅପମାନ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking