28.1 C
Bhubaneswar
Saturday, April 27, 2024
Homeଅପରାଧଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା

ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା । ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ । କିଂଜିରକେଲା ଥାନା ଅନ୍ତର୍ଗତ କୁଲବା ଅଡ଼ାପଡାରେ ଏହି ନିର୍ମମ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ହଳଧର ଭୋଇ । ଏହି ଘଟଣାରେ କିଞ୍ଜିରିକେଲା ଥାନା ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ ଚଳାଇଛି । ଜଣେ ଯୁବକକୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

ବ୍ରଜରାଜନଗରରେ ହାତୀପଲ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking