15.1 C
Bhubaneswar
Wednesday, January 21, 2026
Homeଓଡିଶାଭୂସ୍ଖଳନରେ ଜଣେ ଓଡ଼ିଆ ଡାକ୍ତର ନିଖୋଜ

ଭୂସ୍ଖଳନରେ ଜଣେ ଓଡ଼ିଆ ଡାକ୍ତର ନିଖୋଜ

ଭୁବନେଶ୍ୱର : କେରଳ ୱାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ଜଣେ ଓଡ଼ିଆ ଡାକ୍ତର ନିଖୋଜ ହୋଇଛନ୍ତି। ନିଖୋଜ ଓଡ଼ିଆ ପୁଅ ଜଣକ ହେଉଛନ୍ତି କଟକ ଚୌଦ୍ବାର ହାଉସିଂ ବୋର୍ଡର ଡାକ୍ତର ବିଷ୍ଣୁପ୍ରସାଦ ଚିନାରା। ବିଷ୍ଣୁପ୍ରସାଦ ନିଖୋଜ ନେଇ ସୂଚନା ଦେଇଛନ୍ତି ବାପା ଅମର ଚିନାରା। ପୁଅବୋହୂ ତାଙ୍କ ଦୁଇ ବନ୍ଧୁଙ୍କ ସହ ଜୁଲାଇ ୨୬ରେ କେରଳ ଯାଇଥିଲେ। ଭୂସ୍ଖଳନରେ ପୁଅ ନିଖୋଜ ଥିବା ବୋହୂ ଠାରୁ ଜାଣିବାକୁ ପାଇଛନ୍ତି ବୋଲି ବିଷ୍ଣୁଙ୍କ ବାପା କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking