31.1 C
Bhubaneswar
Thursday, July 4, 2024
Homeଓଡିଶାପୁଣି ଓଡିଶା ମୁହାଁ ହୋଇଛନ୍ତି ଛତିଶଗଡ଼ ହାତୀପଲ

ପୁଣି ଓଡିଶା ମୁହାଁ ହୋଇଛନ୍ତି ଛତିଶଗଡ଼ ହାତୀପଲ

ନବରଙ୍ଗପୁର : ପୁଣି ଓଡିଶା ମୁହାଁ ହୋଇଛନ୍ତି ଛତିଶଗଡ଼ ହାତୀପଲ । ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ରେ ଛତିଶଗଡ଼ ଉଦନ୍ତୀ ସୀତା ଅଭାୟରଣ୍ୟ ହାତୀପଲ ଓଡ଼ିଶା ଜଙ୍ଗଲ ମଧ୍ୟକୁ ଆସି  ଉପଦ୍ରବ କରିଛନ୍ତି । ନବରଙ୍ଗପୁର ଓ ଛତିଶଗଡ ସୀମାନ୍ତ କୁନ୍ଦେଇ ଏବଂ ଖଲାରୀ (ଛତିଶଗଡ) ମଝିରେ ଥିବା ଜଙ୍ଗଲରେ ଛତିଶଗଡ଼ ରୁ ୩୦ ରୁ  ୪୦ ହାତୀପଲ ପସିଆସିଥିବା ସୂଚନା ମିଳିଛି ।

ହାତୀ ପଲ ପଶି ଆସିଥିବାରୁ ସ୍ଥାନୀୟ ଅଞ୍ଚଳର ମକା ଚାଷୀ ଏବଂ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି ।  ହାତୀପଲ ଦିନରେ ଜଙ୍ଗଲ ମଧ୍ୟରେ ରହୁଛନ୍ତି ରାତି ହେଲେ ମକା କ୍ଷେତ ମଧ୍ୟକୁ ଆସୁଛନ୍ତି ଏବଂ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି । ବେଳେ କୁନ୍ଦେଇ ବନ ବିଭାଗ ହାତୀପଲ ଉପରେ ନଜର ରଖିବା ସହ ଗ୍ରାମବାସୀ ଙ୍କୁ  ହାତୀପଲ ର ଅତି ନିକଟତର ନ ହେବାକୁ ସଚେତନ କରୁଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking