30.1 C
Bhubaneswar
Wednesday, May 1, 2024
Homeଓଡିଶାପୁଣି କନ୍ଦେଇବ ତାତି

ପୁଣି କନ୍ଦେଇବ ତାତି

ଭୁବନେଶ୍ୱର: ପୁଣି କଲବଲ କରିବ ତାତି । ଗତ କିଛି ଦିନ ଧରି ଥଣ୍ଡା ଓ କୋହଲା ପାଗ ପରେ ଆଜି ଠାରୁ ବଢିବ ତାତି । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିରାଗ କେନ୍ଦ୍ର । ଆଜିଠାରୁ ୪ ଦିନ ଯାଏଁ ଦିନ ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇବ । ୧୭ ଓ ୧୮ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଅସମ୍ଭାଳ ହୋଇପାରେ । ୧୪ ଓ ୧୫ ତାରିଖରେ ହିଟ୍ ୱେଭ୍ ପାଇଁ ୟେଲୋ ୱାଣ୍ଡିଂ ଜାରି କରିଛି ପାଣିପାଗ ବିଭାଗ । ୧୪ ତାରିଖ ବେଳକୁ ପାଖାପାଖୁ ୧୧ ଜିଲ୍ଲାରେ ଉଷ୍ଣ ଆର୍ଦ୍ର ପାଣିପାଗ ସ୍ଥିତି ରହିବ । ସେହିପରି ୧୫ ତାରିଖରେ ୭ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ରହିବାର ସମ୍ଭାବନା ଥ‌ିବାରୁ ସତର୍କ କରାଇଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking