22.1 C
Bhubaneswar
Thursday, December 25, 2025
Homeଦେଶ ବିଦେଶପୁଣି ଅଗଷ୍ଟ ୧୬କୁ ଘୁଞ୍ଚିଲା ଭିନେଶ ଫୋଗାଟଙ୍କ ଶୁଣାଣି

ପୁଣି ଅଗଷ୍ଟ ୧୬କୁ ଘୁଞ୍ଚିଲା ଭିନେଶ ଫୋଗାଟଙ୍କ ଶୁଣାଣି

ନୂଆଦିଲ୍ଲୀ : ପୁଣି ଅଗଷ୍ଟ ୧୬କୁ ଘୁଞ୍ଚିଲା ଭିନେଶ ଫୋଗାଟଙ୍କ ଶୁଣାଣି। ତେବେ ଆଜି ଭିନେଶ ଫୋଗାଟଙ୍କ ମାମଲାରେ ଶୁଣାଣି କରିଥାନ୍ତେ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର ସ୍ପୋର୍ଟ୍ସ ବା କ୍ୟାସ୍ । ହେଲେ ବର୍ତ୍ତମାନ ଏହାକୁ ଘୁଞ୍ଚାଇ ଦିଆଯାଇଛି । ସୂଚନାଯୋଗ୍ୟ ଯେ, ଏଥର ଅଲିମ୍ପିକ୍ସରେ ୫୦ କେଜି ବର୍ଗ କୁସ୍ତିରେ ଫାଇନାଲରେ ପହଞ୍ଚିଥିଲେ ଭାରତର କୁସ୍ତିଯୋଦ୍ଧା ଭିନେଶ ଫୋଗାଟ୍ । ହେଲେ ଫାଇନାଲ ପୂର୍ବରୁ କିନ୍ତୁ ତାଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଥିଲା । ଧାର୍ୟ୍ୟ ଓଜନଠାରୁ ତାଙ୍କ ଓଜନ ୧୦୦ ଗ୍ରାମ ଅଧିକ ଥିବାରୁ ତାଙ୍କୁ ଫାଇନାଲ ଖେଳିବାକୁ ଦିଆଯାଇନଥିଲା । ଏହାପରେ ଭିନେଶ ଏହି ମାମଲାରେ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର ସ୍ପୋର୍ଟ୍ସକୁ ଯାଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking