କୋଟିଆରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ

କୋରାପୁଟ: ପୁଣି କୋଟିଆରେ ପଶିଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନ୍ନା ଦୋରା। । ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପି.ରାଜନ ଦୋରାଙ୍କ କୋଟିଆ ଗସ୍ତ । କୋଟିଆ ପଞ୍ଚାୟତ ଧୂଳିପଦର ଗାଁରେ ରାଜନ ଦୋରାଙ୍କ ଆଲୋଚନା । ଆନ୍ଧ୍ର ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଲୋକଙ୍କୁ ବୁଝାଇଲେ ଉପମୁଖ୍ୟମନ୍ତ୍ରୀ  । କାହିଁକି ପାଳନ କରାଯାଏ ଜାତୀୟ ବିଜ୍ଞାନ ଦିବସ ?