32.1 C
Bhubaneswar
Saturday, April 4, 2026
Homeଓଡିଶାଶିଶୁବାଟିକାରେ ମିଶିବ ଅଙ୍ଗନବାଡି: ମୁଖ୍ୟମନ୍ତ୍ରୀ

ଶିଶୁବାଟିକାରେ ମିଶିବ ଅଙ୍ଗନବାଡି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଶିଶୁବାଟିକାରେ ମିଶିବ ସମସ୍ତ ଅଙ୍ଗନବାଡି । ଖଡିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ ସୂଚନା ଦେଇଛନ୍ତି । ଶିଶୁ ବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ । ପ୍ରାଥମିକ ଶିକ୍ଷାକୁ ଦୃଢ କରିବାକୁ ପ୍ରତି ଗାଁରେ ହେବ ମଡେଲ ସ୍କୁଲ । ୫ ଏକର ଜାଗାରେ ନିର୍ମାଣ ହେବ ଗୋଦାବରୀଶ ମିଶ୍ର ପ୍ରାଥମିକ ସ୍କୁଲ । ୬ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସ୍କୁଲ ପ୍ରବେଶ ଅବସରରେ କୁନି କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ । ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହୋଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking