34.3 C
Bhubaneswar
Monday, June 22, 2026
Homeଦେଶ ବିଦେଶମନି ଲଣ୍ଡରିଂ ମାମଲାରେ ପୁଣି ଫସିଲେ ଅନିଲ ଅମ୍ବାନୀ

ମନି ଲଣ୍ଡରିଂ ମାମଲାରେ ପୁଣି ଫସିଲେ ଅନିଲ ଅମ୍ବାନୀ

ନୂଆଦିଲ୍ଲୀ: ରିଲାଏନ୍ସ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କ ସମସ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୨,୯୨୯ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ଅନିଲ ଅମ୍ବାନୀ, ରିଲାଏନ୍ସ କମ୍ୟୁନିକେସନ୍ସ ଏବଂ ଅନ୍ୟମାନଙ୍କ ବିରୁଦ୍ଧରେ ମନି ଲଣ୍ଡରିଂର ଏକ ନୂତନ ମାମଲା ରୁଜୁ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking