27.1 C
Bhubaneswar
Friday, October 18, 2024
Homeଦେଶ ବିଦେଶଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା

ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା

ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ତେବେ ଅର୍ଥମନ୍ତ୍ରୀ ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ମନ୍ଦିର, ବନ୍ୟଜନ୍ତୁ ଓ ସାମୁଦ୍ରିକ ସମ୍ପଦ ପାଇଁ ଓଡ଼ିଶା ଜଣାଶୁଣା । ତେଣୁ ପର୍ୟ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking