ପୁରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଲଗାଣ ବର୍ଷା ପାଇଁ ଘରୁ ବାହାରିବା ଏବଂ ଯାତାୟତରେ ଅସୁବିଧା ପରିଲକ୍ଷିତ ହୋଇଛି। ଏନେଇ ସ୍କୁଲ ଛୁଟି ଘୋଷଣା ହୋଇଛି। ଦିନକ ପାଇଁ ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ସୂଚନା ଦେଲେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର … Continue reading ପୁରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା