34.1 C
Bhubaneswar
Saturday, May 18, 2024
Homeଓଡିଶାକଂଗ୍ରେସର ଓଡିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

କଂଗ୍ରେସର ଓଡିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର : ଓଡିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଲା କଂଗ୍ରେସ । ଷ୍ଟାର ପ୍ରଚାରକ ତାଲିକାରେ ସୋନିଆ, ରାହୁଲ , ପ୍ରୀୟଙ୍କା , ଖଡ୍‌ଗେ ଏବଂ ରେବନ୍ତ ରେଡ୍ଡୀ , ଭୂୂପେଶ ବଘେଲ , ସଚିନ ପାଇଲଟ ମଧ୍ୟ ତାଲିକାରେ ଅନ୍ତର୍ଭୁକ୍ତ । ଅଳକା ଲାମ୍ବା, କହ୍ନେୟା କୁମାର, ମିନାକ୍ଷୀ ନଟରାଜନ୍ ତାଲିକାରେ ସାମିଲ ।

ସେହିପରି ଏହି ତାଲିକରେ ଓଡ଼ିଶାରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହିତ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, କିଶୋର ପଟେଲ, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରଚନ୍ଦନ, ଡକ୍ଟର ଆର୍‌.ସି ଖୁଣ୍ଟିଆ, ଭକ୍ତ ଚରଣ ଦାସ, ସୁଶୀଲା ତିରିଆ, ଶ୍ରୀକାନ୍ତ ଜେନା, ପଞ୍ଚାନନ କାନୁନଗୋ, ଜଗନ୍ନାଥ ପଟ୍ଟନାୟକ, ଶରତ ରାଉତ, ବିଜୟ କୁମାର ପଟ୍ଟନାୟକ, ଶିବାନନ୍ଦ ରାୟ, ବିଶ୍ୱରଞ୍ଜନ ମହାନ୍ତି ଓ ଜୟରାମ ପାଙ୍ଗି ପ୍ରମୁଖଙ୍କ ନାଁ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking