ଆଜି ଆଉ ୩୯୦ଜଣ ହେଲେ ସୁସ୍ଥ

ଭୁବନେଶ୍ୱର : ଆଜି ରାଜ୍ୟରୁ ଆଉ ୩୯୦ କରୋନା ସଂକ୍ରମିତ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରୁ ୮୭୫୦ ଜଣ ସୁସ୍ଥ ହୋଇସାରିଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି । ଏହା ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢି ଚାଲିଥିବା ବେଳେ ଅନ୍ୟ ପଟେ ସୁସ୍ଥ ହାର ମଧ୍ୟ ବଢି ଚାଲିଛି । … Continue reading ଆଜି ଆଉ ୩୯୦ଜଣ ହେଲେ ସୁସ୍ଥ