35.1 C
Bhubaneswar
Monday, March 23, 2026
Homeଓଡିଶାଆଉ ୬ ଲକ୍ଷ ହିତାଧିକାରୀ ପାଇବେ ମଧୁବାବୁ ପେନସନ

ଆଉ ୬ ଲକ୍ଷ ହିତାଧିକାରୀ ପାଇବେ ମଧୁବାବୁ ପେନସନ

ଭୁବନେଶ୍ୱର: ରାଜ୍ୟ ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ବାର୍ଦ୍ଧକ୍ୟ ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡିବନି । ମଧୁବାବୁ ପେନସନ ଯୋଜନାରେ ସମସ୍ତ ଯୋଗ୍ୟଙ୍କୁ ସାମିଲ କରାଯିବ । ହିତାଧିକାରୀ ମରିଲେ ଖାଲି ସ୍ଥାନ ପୂରଣ ନିୟମ ଆଉ ଲାଗୁ ହେବନି । ବାଦ ପଡିଥିବା ୬ ଲକ୍ଷରୁ ଅଧିକ ଯୋଗ୍ୟଙ୍କୁ ପେନସନ ମିଳିବ । ପୂର୍ବ ସରକାର ଏନେଇ ଅନ୍ୟାୟ କାର୍ଯ୍ୟ କରିଥିଲେ କହିଛନ୍ତି ମୁଖ୍ୟମନ୍ତ୍ରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking