35.1 C
Bhubaneswar
Wednesday, April 23, 2025
Homeଓଡିଶାଆହୁରି ୭ ଦିନ କାଳବୈଶାଖୀ

ଆହୁରି ୭ ଦିନ କାଳବୈଶାଖୀ

ଭୁବନେଶ୍ୱର: ଆହୁରି ୭ ଦିନ  କାଳବୈଶାଖୀ । ରାଜ୍ୟରେ କାଳବୈଶାଖୀ ବର୍ଷାକୁ ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୧୯ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking