ଭୁବନେଶ୍ୱର: ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ସୁଦର୍ଶନ ପଟ୍ଟନାୟକଙ୍କ କ୍ଷୋଭ ପ୍ରକାଶ କରିଛନ୍ତି । ଏକ୍ସରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି । ଇସ୍କନ ପକ୍ଷରୁ ଜାରି ରଥଯାତ୍ରା ଭିଡିଓକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି । ଦକ୍ଷିଣ ଆଫ୍ରିକାରେ ପୁଣି ଅଦିନିଆ ରଥଯାତ୍ରା ପାଳନ କଲା ଇସ୍କନ । ଏଭଳି ଅଦିନିଆ ରଥଯାତ୍ରା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଓ ଭକ୍ତଙ୍କ ଅନୁରୋଧ ସତ୍ତ୍ୱ ଏଭଳି ଅଦିନିଆ ରଥଯାତ୍ରା ଆୟୋଜନ ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଗୋଟିଏ ଦିନରେ ରଥଯାତ୍ରା ଆୟୋଜନରୁ ବିଚ୍ୟୁତ ହୋଇଛି ଇସ୍କନ । ଜଗନ୍ନାଥଙ୍କ ସଂସ୍କୃତି ଓ ଧାର୍ମିକ ପବିତ୍ରତାକୁ ନଷ୍ଟ କରାଯାଉଛି ।