28.1 C
Bhubaneswar
Friday, September 20, 2024
Homeଓଡିଶାଆସୁଛି ଆଉ ଏକ ଲଘୁଚାପ !

ଆସୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ୱର : ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା। ଲଘୁଚାପ ସମ୍ଭାବନା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ବାୟୁମଣ୍ଡଳର ୩.୧ ରୁ ୫.୮ କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking