ଭୁବନେଶ୍ୱର : ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା। ଲଘୁଚାପ ସମ୍ଭାବନା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ବାୟୁମଣ୍ଡଳର ୩.୧ ରୁ ୫.୮ କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ସମ୍ଭାବନା ରହିଛି।
ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ pic.twitter.com/x38QZpljWn
— Meteorological Centre, Bhubaneswar (@mcbbsr) September 18, 2023