31.1 C
Bhubaneswar
Friday, October 18, 2024
Homeଓଡିଶାଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର:  ଆସୁଛି ପୁଣି ଏକ ଲଘୁଚାପ ।  ପୁଣି ଭିଜିବ ଓଡ଼ିଶା  ! ଆଣ୍ଡାମାନ ସାଗର ଏବଂ ଏହାର ଆାଖପାଖରେ ମାସର ଶେଷ ଆଡକୁ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୯ ତାରିଖ ବେଳକୁ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି   ଆଞ୍ଚଳିକ ପାଣିପାଗ ବିଭାଗ ଶନିବାର ଟୁଇଟ କରି ସୂଚନା ଦେଇଛି ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,  ଏହାର ପ୍ରଭାବରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ  ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking