28.1 C
Bhubaneswar
Sunday, September 8, 2024
Homeଓଡିଶାଆସୁଛି ପୁଣି ଏକ ଲଘୁଚାପ

ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ଏହାରି ଭିତରେ ବଙ୍ଗୋପସାଗରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଦିନ ପର୍ୟ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲାରେ ୨ ଶହ ମିଲିମିଟର ପର୍ୟ୍ୟନ୍ତ ବର୍ଷିବ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking