22.1 C
Bhubaneswar
Friday, February 13, 2026
Homeଓଡିଶାଆସୁଛି ଆଉ ଏକ ଲଘୁଚାପ : ୫ ଦିନ ପ୍ରବଳ ବର୍ଷିବ

ଆସୁଛି ଆଉ ଏକ ଲଘୁଚାପ : ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପୂର୍ବପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି । ଆସନ୍ତା ୨୦ ଓ ୨୧ ତାରିଖରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ୧୦୦ ମିମିରୁ ଅଧୂକ ପରିମାଣର ବର୍ଷା ହୋଇପାରେ। ଏପରିକି ବିଭିନ୍ନ ସ୍ଥାନରେ ଘଡଘଡି ସହିତ ବିଜୁଳି ମାରିବାର ମଧ୍ୟ ସମ୍ଭାବନା ରହିଛି। ତେବେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଫଳରେ ୨୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ତେବେ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏପରିକି ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking