ମାଲକାନଗିରି ସୀମାରେ ପୁଣି ଏନକାଉଣ୍ଟର: ଜଣେ ମାଓବାଦୀ ମୃତ

ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ଏନକାଉଣ୍ଟର । ଏନକାଉଣ୍ଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି । ମଙ୍ଗଳବାର ଛତିଶଗଡର ସୁକମା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟର ହୋଇଥିଲା । ପୋଲିସ ଅଧିକାରୀଙ୍କ କହିବା ଅନୁସାରେ ଆଜି ସକାଳେ ଏରାବୋର ପୋଲିସ ଷ୍ଟେସନ ସୀମା ଅନ୍ତର୍ଗତ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଉକ୍ତ ଅଞ୍ଚଳରେ ମାଓବାଦୀ କ୍ୟାଡରଙ୍କ ଉପସ୍ଥିତିର ସୂଚନା ପାଇ ସୁରକ୍ଷାକର୍ମୀମାନେ ନକ୍ସଲ … Continue reading ମାଲକାନଗିରି ସୀମାରେ ପୁଣି ଏନକାଉଣ୍ଟର: ଜଣେ ମାଓବାଦୀ ମୃତ