30.1 C
Bhubaneswar
Friday, April 26, 2024
Homeକମନୱେଲଥ ଗେମ୍ସରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ

ନୂଆଦିଲ୍ଲୀ : ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ଓ ରୌପ୍ୟ । ଭାରତକୁ ଉଭୟ ପଦକ ମିଳିଛି କୁସ୍ତିରେ । ୬୫ କେଜି ବର୍ଗ କୁସ୍ତିରେ ବଜରଙ୍ଗ ପୁନିଆଙ୍କୁ ମିଳିଛି ସ୍ୱର୍ଣ୍ଣ ପଦକ । ୫୭ କେଜି ବର୍ଗ ମହିଳା କୁସ୍ତିରେ ଅଂଶୁ ମଲ୍ଲିକଙ୍କୁ ମିଳିଛି ରୌପ୍ୟ । ଏବେ ସୁଦ୍ଧା ଭାରତକୁ ମିଳିଲାଣି ୨୨ଟି ପଦକ । ଭାରତକୁ ମିଳିଲାଣି ୭ଟି ସ୍ୱର୍ଣ୍ଣ, ୮ଟି ରୌପ୍ୟ ଓ ୭ଟି ବ୍ରୋଞ୍ଜ ପଦକ ମିଳିଛି ।

ବର୍ମିଂହାମ୍ ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଅଂଶୁ ଜିତିଲେ ରୌପ୍ୟ, ଭାବିନାଙ୍କ ପଦକ ପକ୍କା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking