ଭୁବନେଶ୍ୱର: ୧୭/୧୮ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ ସମ୍ଭାବନା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଅନ୍ୟପଟେ ଲଘୁଚାପ ଜନିତ ବର୍ଷା ନେଇ ମୃତ୍ୟୁଞ୍ଜୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହୋଇପାରେ । ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଭାବେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ … Continue reading ୧୭ରେ ଆଉ ଏକ ଲଘୁଚାପ !
Copy and paste this URL into your WordPress site to embed
Copy and paste this code into your site to embed