34.1 C
Bhubaneswar
Thursday, August 20, 2026
Homeଓଡିଶାପୁଣି ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ !

ପୁଣି ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ !

 ଭୁବନେଶ୍ୱର : ରାଜ୍ୟରେ ପୁଣି ବଢିବ ବର୍ଷା। ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପଶ୍ଚିମ, ଉତ୍ତର ଓ ଉପକୂଳ ଓଡି଼ଶାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲିଠୁ ବଢିବ ବର୍ଷା ପରିମାଣ। ଆସନ୍ତା ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଲିଠୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking