34.1 C
Bhubaneswar
Thursday, April 25, 2024
Homeଓଡିଶାବଡ଼ ଖବର, କରୋନା ନେଲା ଆଉ ଏକ ଜୀବନ, ସଂଖ୍ୟା ପହଂଚିଲା ୬କୁ

ବଡ଼ ଖବର, କରୋନା ନେଲା ଆଉ ଏକ ଜୀବନ, ସଂଖ୍ୟା ପହଂଚିଲା ୬କୁ

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ସବୁଠୁ ବଡ଼ ଖବର ଆସି ପହଂଚିଛି । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଖୋର୍ଦ୍ଧା ଜିଲ୍ଲା ୭୦ବର୍ଷୀୟ ବୋଲି ଜଣାପଡ଼ିଛି । ରାଜ୍ୟରେ ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ପୂର୍ବରୁ ୫ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିଲା । ସେମାନଙ୍କ ମଧ୍ୟରେ ଦୁଇ ଜଣ ଖୋର୍ଦ୍ଧାର ଓ ୨ଜଣ ଗଞ୍ଜାମ ଓ ଅନ୍ୟ ଜଣେ କଟକର ଜିଲ୍ଲାର ଥିଲେ । ଆଜି ପୁଣି ଖୋର୍ଦ୍ଧା ଜିଲ୍ଲାରେ ଜଣେ ୭୦ବର୍ଷୀୟଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି ।
https://onakhabar.com/2020/05/19/another-one-dead-corona-positive-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking