15.1 C
Bhubaneswar
Wednesday, December 17, 2025
Homeଓଡିଶାଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ: ମନ୍ତ୍ରୀ

ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ: ମନ୍ତ୍ରୀ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଡ୍ରୋନ ଉଡିବା ପରେ ଏହାକୁ ଖସାଇ ଦିଆଯାଇ ପାରିବ । ଆବଶ୍ୟକ ପଡିଲେ ଶ୍ରୀମନ୍ଦିର  ପ୍ରଶାସନ ଅର୍ଥ ଦେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking